Leviticus 14:40 — Compare Translations

5 translations compared side by side

Odia - 1840
"ତବେେ ଯାଜକ ସହେି ଦାଗୟୁକ୍ତ ପ୍ରସ୍ତରସବୁ ବାହାର କରି ନଗରର ବାହା ରେ ଅଶୁଚି ସ୍ଥାନ ରେ ପକାଇ ଦବୋକୁ ଲୋକମାନଙ୍କୁ ଆଜ୍ଞା ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଯାଜକ ଦାଗଯୁକ୍ତ ପ୍ରସ୍ତରସବୁ ବାହାର କରି ନଗରର ବାହାରେ ଅଶୁଚି ସ୍ଥାନରେ ପକାଇ ଦେବାକୁ ଲୋକମାନଙ୍କୁ ଆଜ୍ଞା ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ଯାଜକ ସେହି ଦାଗଯୁକ୍ତ ପ୍ରସ୍ତରସବୁ ବାହାର କରି ନଗରର ବାହାରେ ଅଶୁଚି ସ୍ଥାନରେ ପକାଇ ଦେବାକୁ ଲୋକମାନଙ୍କୁ ଆଜ୍ଞା ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଯାଜକ ଦାଗଯୁକ୍ତ ପ୍ରସ୍ତରସବୁ ବାହାର କରି ନଗରର ବାହାରେ ଅଶୁଚି ସ୍ଥାନରେ ପକାଇ ଦେବାକୁ ଲୋକମାନଙ୍କୁ ଆଜ୍ଞା ଦେବ।
Odia IRV 2017 (ଓଡିଆ ବାଇବେଲ)
ତେବେ ଯାଜକ ଦାଗଯୁକ୍ତ ପ୍ରସ୍ତରସବୁ ବାହାର କରି ନଗରର ବାହାରେ ଅଶୁଚି ସ୍ଥାନରେ ପକାଇ ଦେବାକୁ ଲୋକମାନଙ୍କୁ ଆଜ୍ଞା ଦେବ।