Leviticus 14:41 — Compare Translations

5 translations compared side by side

Odia - 1840
"ପୁଣି ସେ ଗୃହର କାନ୍ଥ ଉପରେ ଥିବା ଚୂନକୁ ଚଞ୍ଛାଇବ ଓ ସହେି ଚଞ୍ଛାଧୂଳି ନଇେ ନଗର ବାହା ରେ ଅଶୁଚି ସ୍ଥାନ ରେ ପକାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ସେହି ଗୃହର ଭିତର ଚାରିଆଡ଼େ ଚଞ୍ଛାଇବ ଓ ସେହି ଚଞ୍ଛା ଧୂଳି ନଗରର ବାହାରେ ଅଶୁଚି ସ୍ଥାନରେ ପକାଇ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେ ଗୃହର କାନ୍ଥ ଉପରେ ଥିବା ଚୂନକୁ ଚଞ୍ଛାଇବ ଓ ସେହି ଚଞ୍ଛା ଧୂଳି ନେଇ ନଗର ବାହାରେ ଅଶୁଚି ସ୍ଥାନରେ ପକାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସେହି ଗୃହର ଭିତର ଚାରିଆଡ଼େ ଚଞ୍ଛାଇବ ଓ ସେହି ଚଞ୍ଛା ଧୂଳି ନଗରର ବାହାରେ ଅଶୁଚି ସ୍ଥାନରେ ପକାଇ ଦେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସେହି ଗୃହର ଭିତର ଚାରିଆଡ଼େ ଚଞ୍ଛାଇବ ଓ ସେହି ଚଞ୍ଛା ଧୂଳି ନଗରର ବାହାରେ ଅଶୁଚି ସ୍ଥାନରେ ପକାଇ ଦେବ।