Leviticus 14:42 — Compare Translations
5 translations compared side by side
Odia - 1840
"ତା'ପରେ ସହେି ବ୍ଯକ୍ତି ନୂତନ ପ୍ରସ୍ତର ନଇେ କାନ୍ଥ ରେ ବସାଇବ ଓ କାନ୍ଥ ଉପରେ ସବୁ ନୂତନ ଲପେ ଲଗାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ଅନ୍ୟ ପ୍ରସ୍ତର ନେଇ ସେହି ପ୍ରସ୍ତର ସ୍ଥାନରେ ବସାଇବେ ଓ ଅନ୍ୟ ଲେପ ନେଇ ଗୃହ ଲେପନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେହି ବ୍ୟକ୍ତି ନୂତନ ପ୍ରସ୍ତର ନେଇ କାନ୍ଥରେ ବସାଇବ ଓ କାନ୍ଥ ଉପରେ ସବୁ ନୂତନ ଲେପ ଲଗାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ଅନ୍ୟ ପ୍ରସ୍ତର ନେଇ ସେହି ପ୍ରସ୍ତର ସ୍ଥାନରେ ବସାଇବେ ଓ ଅନ୍ୟ ଲେପ ନେଇ ଗୃହ ଲେପନ କରିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ ଅନ୍ୟ ପ୍ରସ୍ତର ନେଇ ସେହି ପ୍ରସ୍ତର ସ୍ଥାନରେ ବସାଇବେ ଓ ଅନ୍ୟ ଲେପ ନେଇ ଗୃହ ଲେପନ କରିବେ।