Leviticus 14:43 — Compare Translations

5 translations compared side by side

Odia - 1840
"ଯଦି କାନ୍ଥ ରେ ପ୍ରସ୍ତର ବଦଳ କଲାପରେ ଓ ଗୃହ ଚାଞ୍ଛିଲା ପରେ ଓ ନୂତନ ଲପନେ କଲାପରେ ଯବେେ ସହେି ଦାଗ ପୁନର୍ବାର କାନ୍ଥ ରେ ଫୁଟି ବାହା ରେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେହି ପ୍ରସ୍ତର ବଦଳ କଲା ଉତ୍ତାରେ ଓ ଗୃହ ଚାଞ୍ଛିଲା ଉତ୍ତାରେ ଓ ଲେପନ କଲା ଉତ୍ତାରେ ଯେବେ ସେହି ଦାଗ ପୁନର୍ବାର ଗୃହରେ ଫୁଟି ବାହାରେ,
Odia Bible ERV 2004 (ପବିତ୍ର ବାଇବଲ)
“ଯଦି କାନ୍ଥରେ ପ୍ରସ୍ତର ବଦଳ କଲାପରେ ଓ ଗୃହ ଗ୍ଭଞ୍ଛିଲା ପରେ ଓ ନୂତନ ଲେପନ କଲାପରେ ଯେବେ ସେହି ଦାଗ ପୁନର୍ବାର କାନ୍ଥରେ ଫୁଟି ବାହାରେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେହି ପ୍ରସ୍ତର ବଦଳ କଲା ଉତ୍ତାରେ ଓ ଗୃହ ଚାଞ୍ଛିଲା ଉତ୍ତାରେ ଓ ଲେପନ କଲା ଉତ୍ତାରେ ଯେବେ ସେହି ଦାଗ ପୁନର୍ବାର ଗୃହରେ ଫୁଟି ବାହାରେ,
Odia IRV 2017 (ଓଡିଆ ବାଇବେଲ)
ଆଉ, ସେହି ପ୍ରସ୍ତର ବଦଳ କଲା ଉତ୍ତାରେ ଓ ଗୃହ ଚାଞ୍ଛିଲା ଉତ୍ତାରେ ଓ ଲେପନ କଲା ଉତ୍ତାରେ ଯେବେ ସେହି ଦାଗ ପୁନର୍ବାର ଗୃହରେ ଫୁଟି ବାହାରେ,