Leviticus 14:44 — Compare Translations

5 translations compared side by side

Odia - 1840
"ତବେେ ଯାଜକ ଆସି ଦେଖିବ। ଆଉ ଯଦି ସହେି ଦାଗ ବୃଦ୍ଧି ପାଇଥାଏ ତବେେ ସେ ଗୃହ ରେ କ୍ଷଯକୁଷ୍ଠ ଅଛି ଓ ତାହା ଅଶୁଚି ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଯାଜକ ଆସି ଦେଖିବ, ଆଉ ଦେଖ, ଯେବେ ସେହି ଦାଗ ଗୃହରେ ବୃଦ୍ଧି ପାଇଥାଏ, ତେବେ ସେହି ଗୃହରେ କ୍ଷୟ କୁଷ୍ଠ ଅଛି; ତାହା ଅଶୁଚି ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ଯାଜକ ଆସି ଦେଖିବ। ଆଉ ଯଦି ସେହି ଦାଗ ବୃଦ୍ଧି ପାଇଥାଏ ତେବେ ସେ ଗୃହରେ କ୍ଷୟକୁଷ୍ଠ ଅଛି ଓ ତାହା ଅଶୁଚି ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଯାଜକ ଆସି ଦେଖିବ, ପୁଣି ପ୍ରକୃତରେ, ଯଦି ସେହି ଦାଗ ଗୃହରେ ବୃଦ୍ଧି ପାଇଥାଏ, ତେବେ ସେହି ଗୃହରେ କ୍ଷୟ କୁଷ୍ଠରୋଗ ଅଛି; ତାହା ଅଶୁଚି ଅଟେ।
Odia IRV 2017 (ଓଡିଆ ବାଇବେଲ)
ତେବେ ଯାଜକ ଆସି ଦେଖିବ, ପୁଣି ପ୍ରକୃତରେ, ଯଦି ସେହି ଦାଗ ଗୃହରେ ବୃଦ୍ଧି ପାଇଥାଏ, ତେବେ ସେହି ଗୃହରେ କ୍ଷୟ କୁଷ୍ଠରୋଗ ଅଛି; ତାହା ଅଶୁଚି ଅଟେ।