Leviticus 14:45 — Compare Translations
5 translations compared side by side
Odia - 1840
"ତାହା ହେଲ ସେ ଲୋକ ସେ ଗୃହ ଭାଙ୍ଗି ପକାଇବ। ତହିଁରେ ଥିବା ପ୍ରସ୍ତର, କାଠ ଓ ଧୂଳିସବୁ ନଇେ ନଗର ବାହା ରେ ଅଶୁଚି ସ୍ଥାନ ରେ ପକାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ସେହି ଗୃହ ଭାଙ୍ଗି ପକାଇବ, ତହିଁର ପ୍ରସ୍ତର ଓ କାଷ୍ଠ ଓ ଧୂଳିସବୁ ନଗରର ବାହାରେ ଅଶୁଚି ସ୍ଥାନକୁ ବହି ନେଇଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ତାହାହେଲେ ସେ ଲୋକ ସେ ଗୃହ ଭାଙ୍ଗି ପକାଇବ। ତହିଁରେ ଥିବା ପ୍ରସ୍ତର, କାଠ ଓ ଧୂଳିସବୁ ନେଇ ନଗର ବାହାରେ ଅଶୁଚି ସ୍ଥାନରେ ପକାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ସେହି ଗୃହ ଭାଙ୍ଗି ପକାଇବ, ତହିଁର ପ୍ରସ୍ତର ଓ କାଷ୍ଠ ଓ ଧୂଳିସବୁ ନଗରର ବାହାରେ ଅଶୁଚି ସ୍ଥାନକୁ ବୋହି ନେଇଯିବ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ସେହି ଗୃହ ଭାଙ୍ଗି ପକାଇବ, ତହିଁର ପ୍ରସ୍ତର ଓ କାଷ୍ଠ ଓ ଧୂଳିସବୁ ନଗରର ବାହାରେ ଅଶୁଚି ସ୍ଥାନକୁ ବୋହି ନେଇଯିବ।