Leviticus 14:46 — Compare Translations
5 translations compared side by side
Odia - 1840
"ସହେି ଗୃହ ରୁଦ୍ଧ ଥିଲା ବେଳେ ଯଦି କହେି ସହେି ଘର ଭିତ ରେ ପ୍ରବେଶ କରିଥାଏ, ସହେି ଲୋକ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେହି ଗୃହ ରୁଦ୍ଧ ହୋଇଥିବା ସମୟରେ ଯେକେହି ତହିଁ ଭିତରକୁ ଯାଏ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ହୋଇ ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଗୃହ ରୁଦ୍ଧ ଥିଲାବେଳେ ଯଦି କେହି ସେହି ଘର ଭିତରେ ପ୍ରବେଶ କରିଥାଏ, ସେହି ଲୋକ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେହି ଗୃହ ବନ୍ଦ ହୋଇଥିବା ସମୟରେ ଯେକେହି ତହିଁ ଭିତରକୁ ଯାଏ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ହୋଇ ରହିବ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେହି ଗୃହ ବନ୍ଦ ହୋଇଥିବା ସମୟରେ ଯେକେହି ତହିଁ ଭିତରକୁ ଯାଏ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ହୋଇ ରହିବ।