Leviticus 14:47 — Compare Translations

5 translations compared side by side

Odia - 1840
"ଯଦି କହେି ସହେି ଘ ରେ ଭୋଜନ କରିଥିବ କିମ୍ବା ଶଯନ କରିଥିବ ତବେେ ସେ ତା'ର ବସ୍ତ୍ର ଧୋଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେ ସେହି ଗୃହରେ ଶୟନ କରେ, ସେ ଆପଣା ବସ୍ତ୍ର ଧୋଇବ ଓ ସେହି ଘରେ ଯେ ଭୋଜନ କରେ, ସେ ଆପଣା ବସ୍ତ୍ର ଧୋଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କେହି ସେହି ଘରେ ଭୋଜନ କରିଥିବ କିମ୍ବା ଶୟନ କରିଥିବ ତେବେ ସେ ତା’ର ବସ୍ତ୍ର ଧୋଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେ ସେହି ଗୃହରେ ଶୟନ କରେ, ସେ ଆପଣା ବସ୍ତ୍ର ଧୋଇବ ଓ ସେହି ଘରେ ଯେ ଭୋଜନ କରେ, ସେ ଆପଣା ବସ୍ତ୍ର ଧୋଇବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେ ସେହି ଗୃହରେ ଶୟନ କରେ, ସେ ଆପଣା ବସ୍ତ୍ର ଧୋଇବ ଓ ସେହି ଘରେ ଯେ ଭୋଜନ କରେ, ସେ ଆପଣା ବସ୍ତ୍ର ଧୋଇବ।