Leviticus 14:48 — Compare Translations

5 translations compared side by side

Odia - 1840
"ଗୃହ ପୁନଃନିର୍ମାଣ ଓ ପୁନଃଲପନେ ଶଷେ ହେଲା ପରେ, ଯାଜକ ସହେି ଗୃହକୁ ଆସିବ ଓ ଦେଖିବ। ଯଦି ଦାଗ ବୃଦ୍ଧି ନ ପାଇଥାଏ, ତବେେ ସେ ତାହା ଶୁଚି ବୋଲି ଘାଷେଣା କରିବ। କାରଣ ଦାଗ ଉଭଇେ ଯାଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯାଜକ ଆସି ଦେଖନ୍ତେ, ଯେବେ ଦେଖ, ସେହି ଗୃହ ଲେପନ କଲା ଉତ୍ତାରେ ଦାଗ ସେହି ଗୃହରେ ବଢ଼ି ନାହିଁ, ତେବେ ଯାଜକ ସେହି ଗୃହକୁ ଶୁଚି ବୋଲି ପ୍ରକାଶ କରିବ, କାରଣ ଦାଗ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
“ଗୃହ ପୁନଃନିର୍ମାଣ ଓ ପୁନଃଲେପନ ଶେଷ ହେଲା ପରେ, ଯାଜକ ସେହି ଗୃହକୁ ଆସିବ ଓ ଦେଖିବ। ଯଦି ଦାଗ ବୃଦ୍ଧି ନ ପାଇଥାଏ, ତେବେ ସେ ତାହା ଶୁଚି ବୋଲି ଘୋଷଣା କରିବ। କାରଣ ଦାଗ ଉଭେଇ ଯାଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯାଜକ ଆସି ଦେଖନ୍ତେ, ଯଦି, ସେହି ଗୃହ ଲେପନ କଲା ଉତ୍ତାରେ ଦାଗ ସେହି ଗୃହରେ ବଢ଼ି ନାହିଁ, ତେବେ ଯାଜକ ସେହି ଗୃହକୁ ଶୁଚି ବୋଲି ପ୍ରକାଶ କରିବ, କାରଣ ଦାଗ ଅଦୃଶ୍ୟ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯାଜକ ଆସି ଦେଖନ୍ତେ, ଯଦି, ସେହି ଗୃହ ଲେପନ କଲା ଉତ୍ତାରେ ଦାଗ ସେହି ଗୃହରେ ବଢ଼ି ନାହିଁ, ତେବେ ଯାଜକ ସେହି ଗୃହକୁ ଶୁଚି ବୋଲି ପ୍ରକାଶ କରିବ, କାରଣ ଦାଗ ଅଦୃଶ୍ୟ ହୋଇଅଛି।