Leviticus 14:49 — Compare Translations
5 translations compared side by side
Odia - 1840
"ପୁଣି ସହେି ଗୃହକୁ ଶୁଚି କରିବାକୁ ଯାଜକ ଦୁଇଟି ପକ୍ଷୀ, ଏରସ କାଠ, ଲାଲ ବସ୍ତ୍ର ଓ ବନସ୍ପତି ନବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ସେହି ଗୃହକୁ ଶୁଚି କରିବା ପାଇଁ ଦୁଇ ପକ୍ଷୀ ଓ ଏରସ କାଠ ଓ ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେବ;
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ସେହି ଗୃହକୁ ଶୁଚି କରିବାକୁ ଯାଜକ ଦୁଇଟି ପକ୍ଷୀ, ଏରସ କାଠ, ଲାଲ ବସ୍ତ୍ର ଓ ବନସ୍ପତି ନେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ସେହି ଗୃହକୁ ଶୁଚି କରିବା ପାଇଁ ଦୁଇ ପକ୍ଷୀ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେବ;
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ସେହି ଗୃହକୁ ଶୁଚି କରିବା ପାଇଁ ଦୁଇ ପକ୍ଷୀ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେବ;