Leviticus 14:5 — Compare Translations
5 translations compared side by side
Odia - 1840
"ପୁଣି ଯାଜକ ମୃତ୍ତିକାପାତ୍ରସ୍ଥିତ ସୋର୍ତଜଳ ଉପରେ ଏକ ପକ୍ଷୀକି ବଧ କରିବାକୁ ଆଦେଶ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯାଜକ ମୃତ୍ତିକା ପାତ୍ରସ୍ଥିତ ସ୍ରୋତଜଳ ଉପରେ ଏକ ପକ୍ଷୀକି ବଧ କରିବାକୁ ଆଜ୍ଞା ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯାଜକ ମୃତ୍ତିକାପାତ୍ରସ୍ଥିତ ସ୍ରୋତଜଳ ଉପରେ ଏକ ପକ୍ଷୀକି ବଧ କରିବାକୁ ଆଦେଶ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯାଜକ ମୃତ୍ତିକା ପାତ୍ରସ୍ଥିତ ସ୍ରୋତଜଳ ଉପରେ ଏକ ପକ୍ଷୀକୁ ବଧ କରିବାକୁ ଆଜ୍ଞା ଦେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯାଜକ ମୃତ୍ତିକା ପାତ୍ରସ୍ଥିତ ସ୍ରୋତଜଳ ଉପରେ ଏକ ପକ୍ଷୀକୁ ବଧ କରିବାକୁ ଆଜ୍ଞା ଦେବ।
Recommended Reading