Leviticus 14:50 — Compare Translations
5 translations compared side by side
Odia - 1840
"ଜଳ ସୋର୍ତ ଉପରେ ଏକ ମାଟିହାଣ୍ଡି ଉପରେ ପକ୍ଷୀଟିକୁ ରଖି ଯାଜକ ତାକୁ ବଧ କରିବା ପାଇଁ କହିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୃତ୍ତିକା ପାତ୍ରସ୍ଥିତ ସ୍ରୋତଜଳ ଉପରେ ଏକ ପକ୍ଷୀକି ବଧ କରିବ;
Odia Bible ERV 2004 (ପବିତ୍ର ବାଇବଲ)
ଜଳସ୍ରୋତ ଉପରେ ଏକ ମାଟିହାଣ୍ଡି ଉପରେ ପକ୍ଷୀଟିକୁ ରଖି ଯାଜକ ତାକୁ ବଧ କରିବା ପାଇଁ କହିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୃତ୍ତିକା ପାତ୍ରସ୍ଥିତ ସ୍ରୋତଜଳ ଉପରେ ଏକ ପକ୍ଷୀକୁ ବଧ କରିବ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୃତ୍ତିକା ପାତ୍ରସ୍ଥିତ ସ୍ରୋତଜଳ ଉପରେ ଏକ ପକ୍ଷୀକୁ ବଧ କରିବ;