Leviticus 14:51 — Compare Translations
5 translations compared side by side
Odia - 1840
"ତା'ପରେ ସେ ଯାଜକ ଏରସ କାଠ, ଏସୋବ, ଲାଲ୍ ବସ୍ତ୍ର, ଜୀଅନ୍ତା ପକ୍ଷୀକୁ ନଇେ ହତ୍ଯା କରିବ ଓ ସହେି ପକ୍ଷୀର ରକ୍ତ, ସହେି ଜଳ ସୋର୍ତ ରେ ବୁଡାଇବ ଓ ସହେି ଘ ରେ ସାତଥର ଛିଞ୍ଚିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ସେହି ଏରସ କାଠ ଓ ଏସୋବ ଓ ସିନ୍ଦୂର ବର୍ଣ୍ଣ (ଲୋମ) ଓ ଜୀଅନ୍ତା ପକ୍ଷୀକି ନେଇ ହତ ପକ୍ଷୀର ରକ୍ତରେ ଓ ସେହି ସ୍ରୋତଜଳରେ ଡୁବାଇବ ଓ ସେହି ଗୃହରେ ସାତ ଥର ଛିଞ୍ଚିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ଯାଜକ ଏରସ କାଠ, ଏସୋବ, ଲାଲ୍ ବସ୍ତ୍ର, ଜୀଅନ୍ତା ପକ୍ଷୀକୁ ନେଇ ହତ୍ୟା କରିବ ଓ ସେହି ପକ୍ଷୀର ରକ୍ତ, ସେହି ଜଳସ୍ରୋତରେ ବୁଡ଼ାଇବ ଓ ସେହି ଘରେ ସାତଥର ଛିଞ୍ଚିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ସେହି ଏରସ କାଠ, ଏସୋବ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଜୀଅନ୍ତା ପକ୍ଷୀକୁ ନେଇ ହତ ପକ୍ଷୀର ରକ୍ତରେ ଓ ସେହି ସ୍ରୋତଜଳରେ ଡୁବାଇବ ଓ ସେହି ଗୃହରେ ସାତ ଥର ଛିଞ୍ଚିବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ସେହି ଏରସ କାଠ, ଏସୋବ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଜୀଅନ୍ତା ପକ୍ଷୀକୁ ନେଇ ହତ ପକ୍ଷୀର ରକ୍ତରେ ଓ ସେହି ସ୍ରୋତଜଳରେ ଡୁବାଇବ ଓ ସେହି ଗୃହରେ ସାତ ଥର ଛିଞ୍ଚିବ।