Leviticus 14:53 — Compare Translations
5 translations compared side by side
Odia - 1840
"ତା'ପରେ ଯାଜକ ସହେି ଜୀଅନ୍ତା ପକ୍ଷୀକୁ ନଗର ବାହରସ୍ଥ କ୍ଷେତ୍ର ଆଡେ ଛାଡିଦବେ। ଏହିପରି ସେ ଗୃହ ପାଇଁ ପ୍ରାଯଶ୍ଚିତ କରିବ ଓ ଘରଟିକୁ ଶୁଚି କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ଜୀଅନ୍ତା ପକ୍ଷୀକି ନଗରର ବାହାରସ୍ଥ କ୍ଷେତ୍ର ଆଡ଼େ ଛାଡ଼ିଦେବ; ଏହିରୂପେ ସେ ଗୃହ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ତାହା ଶୁଚି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯାଜକ ସେହି ଜୀଅନ୍ତା ପକ୍ଷୀକୁ ନଗର ବାହାରସ୍ଥ କ୍ଷେତ୍ର ଆଡ଼େ ଛାଡ଼ିଦେବ। ଏହିପରି ସେ ଗୃହ ପାଇଁ ପ୍ରାୟଶ୍ଚିତ କରିବ ଓ ଘରଟିକୁ ଶୁଚି କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ଜୀଅନ୍ତା ପକ୍ଷୀକୁ ନଗରର ବାହାରସ୍ଥ କ୍ଷେତ୍ର ଆଡ଼େ ଛାଡ଼ିଦେବ; ଏହିରୂପେ ସେ ଗୃହ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ତାହା ଶୁଚି ହେବ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ଜୀଅନ୍ତା ପକ୍ଷୀକୁ ନଗରର ବାହାରସ୍ଥ କ୍ଷେତ୍ର ଆଡ଼େ ଛାଡ଼ିଦେବ; ଏହିରୂପେ ସେ ଗୃହ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ତାହା ଶୁଚି ହେବ।