Leviticus 14:57 — Compare Translations

5 translations compared side by side

Odia - 1840
"ଏହିସବୁ ହେଉଛି ବ୍ଯବସ୍ଥା। ଆଉ ମଧ୍ଯ କେଉଁ ସମୟରେ ଶୁଚି ଓ କେଉଁ ସମୟରେ ଅଶୁଚି ଏହା ଜାଣିବା ପାଇଁ ଏସବୁ ବିଧି ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସବୁ କେଉଁ ସମୟରେ ଶୁଚି ଓ କେଉଁ ସମୟରେ ଅଶୁଚି, ଏହା ଜଣାଇବା ନିମନ୍ତେ କୁଷ୍ଠ ରୋଗର ଏହି ବ୍ୟବସ୍ଥା ।
Odia Bible ERV 2004 (ପବିତ୍ର ବାଇବଲ)
ଏହିସବୁ ହେଉଛି ବ୍ୟବସ୍ଥା। ଆଉ ମଧ୍ୟ କେଉଁ ସମୟରେ ଶୁଚି ଓ କେଉଁ ସମୟରେ ଅଶୁଚି ଏହା ଜାଣିବା ପାଇଁ ଏସବୁ ବିଧି ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିସବୁ କେଉଁ ସମୟରେ ଶୁଚି ଓ କେଉଁ ସମୟରେ ଅଶୁଚି, ଏହା ଜଣାଇବା ନିମନ୍ତେ କୁଷ୍ଠରୋଗର ଏହି ବ୍ୟବସ୍ଥା।
Odia IRV 2017 (ଓଡିଆ ବାଇବେଲ)
ଏହି ସବୁ କେଉଁ ସମୟରେ ଶୁଚି ଓ କେଉଁ ସମୟରେ ଅଶୁଚି, ଏହା ଜଣାଇବା ନିମନ୍ତେ କୁଷ୍ଠରୋଗର ଏହି ବ୍ୟବସ୍ଥା।”