Leviticus 14:6 — Compare Translations

5 translations compared side by side

Odia - 1840
"ତା'ପରେ ସେ ସହେି ଜୀଅନ୍ତା ପକ୍ଷୀ, ଏରସ କାଠ, ସିନ୍ଦୁର ବର୍ଣ୍ଣ (ଲୋମ) ଓ ବନସ୍ପତି ବୃକ୍ଷର ପତ୍ର ନଇେ ସହେି ସୋର୍ତଜଳ ଉପରେ ବଧ କରାୟାଇଥିବା ପକ୍ଷୀର ରକ୍ତ ରେ ସହେି ସବୁକୁ ବୁଡାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରେ ସେ ସେହି ଜୀଅନ୍ତା ପକ୍ଷୀକି ଓ ଏରସ କାଠ ଓ ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେଇ ସେହି ସ୍ରୋତଜଳ ଉପରେ ହତ ପକ୍ଷୀର ରକ୍ତରେ ଜୀଅନ୍ତା ପକ୍ଷୀକି ଓ ସେହି ସବୁ ଡୁବାଇବ;
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ସେହି ଜୀଅନ୍ତା ପକ୍ଷୀ, ଏରସ କାଠ, ସିନ୍ଦୁରବର୍ଣ୍ଣ (ଲୋମ) ଓ ବନସ୍ପତି ବୃକ୍ଷର ପତ୍ର ନେଇ ସେହି ସ୍ରୋତଜଳ ଉପରେ ବଧ କରାଯାଇଥିବା ପକ୍ଷୀର ରକ୍ତରେ ସେହିସବୁକୁ ବଡ଼ାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ସେ ସେହି ଜୀଅନ୍ତା ପକ୍ଷୀକୁ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେଇ ସେହି ସ୍ରୋତଜଳ ଉପରେ ହତ ପକ୍ଷୀର ରକ୍ତରେ ଜୀଅନ୍ତା ପକ୍ଷୀକୁ ଓ ସେହି ସବୁ ଡୁବାଇବ;
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରେ ସେ ସେହି ଜୀଅନ୍ତା ପକ୍ଷୀକୁ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେଇ ସେହି ସ୍ରୋତଜଳ ଉପରେ ହତ ପକ୍ଷୀର ରକ୍ତରେ ଜୀଅନ୍ତା ପକ୍ଷୀକୁ ଓ ସେହି ସବୁ ଡୁବାଇବ;