Leviticus 14:7 — Compare Translations

5 translations compared side by side

Odia - 1840
"ପୁଣି ଯାଜକ ସହେି କୁଷ୍ଠ ରୋଗୀ ଉପରେ ସାତଥର ରକ୍ତ ଛିଞ୍ଚିବ ଓ ଶୁଚି ହେଲା ବୋଲି ପ୍ରକାଶ କରିବ। ଆଉ ଅନ୍ୟ ଜୀଅନ୍ତା ପକ୍ଷୀଟିକୁ ନଇେ କ୍ଷେତ୍ରଆଡେ ଛାଡିଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ କୁଷ୍ଠରୁ ଶୋଧନୀୟ ଲୋକ ଉପରେ ସାତ ଥର ତାହା ଛିଞ୍ଚି; ସେ ଶୁଚି ବୋଲି ପ୍ରକାଶ କରିବ, ଆଉ ସେହି ଜୀଅନ୍ତା ପକ୍ଷୀକି କ୍ଷେତ୍ର ଆଡ଼େ ଛାଡ଼ିଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯାଜକ ସେହି କୁଷ୍ଠରୋଗୀ ଉପରେ ସାତଥର ରକ୍ତ ଛିଞ୍ଚିବ ଓ ଶୁଚି ହେଲା ବୋଲି ପ୍ରକାଶ କରିବ। ଆଉ ଅନ୍ୟ ଜୀଅନ୍ତା ପକ୍ଷୀଟିକୁ ନେଇ କ୍ଷେତ୍ରଆଡ଼େ ଛାଡ଼ିଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ କୁଷ୍ଠରୋଗରୁ ଶୁଚିଯୋଗ୍ୟ ଲୋକ ଉପରେ ସାତ ଥର ତାହା ଛିଞ୍ଚି; ସେ ଶୁଚି ବୋଲି ପ୍ରକାଶ କରିବ, ଆଉ ସେହି ଜୀଅନ୍ତା ପକ୍ଷୀକୁ କ୍ଷେତ୍ର ଆଡ଼େ ଛାଡ଼ିଦେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ କୁଷ୍ଠରୋଗରୁ ଶୁଚିଯୋଗ୍ୟ ଲୋକ ଉପରେ ସାତ ଥର ତାହା ଛିଞ୍ଚି; ସେ ଶୁଚି ବୋଲି ପ୍ରକାଶ କରିବ, ଆଉ ସେହି ଜୀଅନ୍ତା ପକ୍ଷୀକୁ କ୍ଷେତ୍ର ଆଡ଼େ ଛାଡ଼ିଦେବ।