Leviticus 14:8 — Compare Translations

5 translations compared side by side

Odia - 1840
"ତା'ପରେ ସେ ଶୁଚି ଲୋକ ନିଜର ବସ୍ତ୍ର ଧୌତ କରି, ସମସ୍ତ କେଶ କ୍ଷୌର କରି ଜଳ ରେ ସ୍ନାନ କରିବ, ତାଦ୍ବାରା ସେ ଶୁଚି ହବେ। ତା'ପରେ ସେ ଛାଉଣୀ ଭିତରକୁ ଆସିବ। ମାତ୍ର ସେ ସାତ ଦିନ ନିଜର ତମ୍ବୁର ବାହା ରେ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେହି ଶୋଧନୀୟ ଲୋକ ଆପଣା ବସ୍ତ୍ର ଧୋଇ ଓ ସମସ୍ତ କେଶ କ୍ଷୌର କରି ଜଳରେ ସ୍ନାନ କରିବ, ତହିଁରେ ସେ ଶୁଚି ହେବ; ତହିଁ ଉତ୍ତାରୁ ସେ ଛାଉଣି ଭିତରକୁ ଆସିବ, ମାତ୍ର ସେ ସାତ ଦିନ ଆପଣା ତମ୍ଵୁର ବାହାରେ ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
“ତା’ପରେ ସେ ଶୁଚି ଲୋକ ନିଜର ବସ୍ତ୍ର ଧୌତ କରି, ସମସ୍ତ କେଶ କ୍ଷୌର କରି ଜଳରେ ସ୍ନାନ କରିବ, ତଦ୍ଦ୍ୱାରା ସେ ଶୁଚି ହେବ। ତା’ପରେ ସେ ଛାଉଣି ଭିତରକୁ ଆସିବ। ମାତ୍ର ସେ ସାତ ଦିନ ନିଜର ତମ୍ବୁର ବାହାରେ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେହି ଶୁଚିଯୋଗ୍ୟ ଲୋକ ଆପଣା ବସ୍ତ୍ର ଧୋଇ ଓ ସମସ୍ତ କେଶ କ୍ଷୌର କରି ଜଳରେ ସ୍ନାନ କରିବ, ତହିଁରେ ସେ ଶୁଚି ହେବ; ତହିଁ ଉତ୍ତାରେ ସେ ଛାଉଣି ଭିତରକୁ ଆସିବ, ମାତ୍ର ସେ ସାତ ଦିନ ଆପଣା ତମ୍ବୁର ବାହାରେ ରହିବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେହି ଶୁଚିଯୋଗ୍ୟ ଲୋକ ଆପଣା ବସ୍ତ୍ର ଧୋଇ ଓ ସମସ୍ତ କେଶ କ୍ଷୌର କରି ଜଳରେ ସ୍ନାନ କରିବ, ତହିଁରେ ସେ ଶୁଚି ହେବ; ତହିଁ ଉତ୍ତାରୁ ସେ ଛାଉଣି ଭିତରକୁ ଆସିବ, ମାତ୍ର ସେ ସାତ ଦିନ ଆପଣା ତମ୍ବୁର ବାହାରେ ରହିବ।