Leviticus 14:9 — Compare Translations
5 translations compared side by side
Odia - 1840
"ସପ୍ତମ ଦିନ ରେ ସେ ନିଜର ସମସ୍ତ କେଶ ଅର୍ଥାତ୍ ମସ୍ତକର ଦାଢି ରେ ଓ ଭ୍ରୁଲତାର ସମସ୍ତ କେଶ କ୍ଷୌର କରିବ। ପୁଣି ନିଜର ବସ୍ତ୍ର ଧୌଇ ଜଳ ରେ ସ୍ନାନ କରି ଶୁଚି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସପ୍ତମ ଦିନରେ ସେ ଆପଣାର ସମସ୍ତ କେଶ, ଅର୍ଥାତ୍, ମସ୍ତକ, ଦାଢ଼ି ଓ ଭ୍ରୂଲତାର ସମସ୍ତ କେଶ କ୍ଷୌର କରିବ, ପୁଣି ଆପଣା ବସ୍ତ୍ର ଧୋଇ ଆପେ ଜଳରେ ସ୍ନାନ କରି ଶୁଚି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସପ୍ତମ ଦିନରେ ସେ ନିଜର ସମସ୍ତ କେଶ ଅର୍ଥାତ୍ ମସ୍ତକର ଦାଢ଼ିରେ ଓ ଭ୍ରୂଲତାର ସମସ୍ତ କେଶ କ୍ଷୌର କରିବ। ପୁଣି ନିଜର ବସ୍ତ୍ର ଧୌଇ ଜଳରେ ସ୍ନାନ କରି ଶୁଚି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସପ୍ତମ ଦିନରେ ସେ ଆପଣାର ସମସ୍ତ କେଶ, ଅର୍ଥାତ୍, ମସ୍ତକ, ଦାଢ଼ି ଓ ଭ୍ରୂଲତାର ସମସ୍ତ କେଶ କ୍ଷୌର କରିବ, ପୁଣି ଆପଣା ବସ୍ତ୍ର ଧୋଇ ଆପେ ଜଳରେ ସ୍ନାନ କରି ଶୁଚି ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସପ୍ତମ ଦିନରେ ସେ ଆପଣାର ସମସ୍ତ କେଶ, ଅର୍ଥାତ୍, ମସ୍ତକ, ଦାଢ଼ି ଓ ଭ୍ରୂଲତାର ସମସ୍ତ କେଶ କ୍ଷୌର କରିବ, ପୁଣି ଆପଣା ବସ୍ତ୍ର ଧୋଇ ଆପେ ଜଳରେ ସ୍ନାନ କରି ଶୁଚି ହେବ।