Leviticus 15:10 — Compare Translations

5 translations compared side by side

Odia - 1840
"ଆଉ ଯଦି କହେି ତାହାର ତଳସ୍ଥ କୌଣସି ବସ୍ତୁକୁ ଛୁଏଁ, ତବେେ ସେ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ। ପୁଣି ୟିଏ କହେି ତାହା ବହନ କରିବ, ସେ ନିଜର ବସ୍ତ୍ର ଧୋଇବ, ଜଳ ରେ ସ୍ନାନ କରିବ ଓ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେବେ କେହି ତାହାର ତଳସ୍ଥ କୌଣସି ବସ୍ତୁ ଛୁଏଁ, ତେବେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ପୁଣି ଯେକେହି ତାହା ବହେ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯଦି କେହି ତାହାର ତଳସ୍ଥ କୌଣସି ବସ୍ତୁକୁ ଛୁଏଁ, ତେବେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। ପୁଣି ଯେକେହି ତାହା ବହନ କରିବ, ସେ ନିଜର ବସ୍ତ୍ର ଧୋଇବ, ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେକେହି ତାହାର ତଳସ୍ଥ କୌଣସି ବସ୍ତୁ ଛୁଇଁବ, ତେବେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ପୁଣି ଯେକେହି ତାହା ବୋହିବ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେକେହି ତାହାର ତଳସ୍ଥ କୌଣସି ବସ୍ତୁ ଛୁଇଁବ, ତେବେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ପୁଣି ଯେକେହି ତାହା ବୋହିବ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।