Leviticus 15:11 — Compare Translations
5 translations compared side by side
Odia - 1840
"ପୁଣି କ୍ଷରଣକାରୀ ନିଜର ହାତ ଜଳ ରେ ନ ଧୋଇ ଯଦି ଅନ୍ୟକୁ ଛୁଏଁ, ତବେେ ସେ ଛୁଇଁଥିବା ଲୋକ ନିଜର ବସ୍ତ୍ର ଧୋଇବ, ଜଳ ରେ ସ୍ନାନ କରିବ ଓ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପ୍ରମେହୀ ଆପଣା ହସ୍ତ ଜଳରେ ନ ଧୋଇ ଯାହାକୁ ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି କ୍ଷରଣକାରୀ ନିଜର ହାତ ଜଳରେ ନ ଧୋଇ ଯଦି ଅନ୍ୟକୁ ଛୁଏଁ, ତେବେ ସେ ଛୁଇଁଥିବା ଲୋକ ନିଜର ବସ୍ତ୍ର ଧୋଇବ, ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରମେହୀ ଆପଣା ହସ୍ତ ଜଳରେ ନ ଧୋଇ ଯାହାକୁ ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରମେହୀ ଆପଣା ହସ୍ତ ଜଳରେ ନ ଧୋଇ ଯାହାକୁ ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।