Leviticus 15:12 — Compare Translations

5 translations compared side by side

Odia - 1840
"ଯଦି କୌଣସି କ୍ଷରଣକାରୀ ମାଟିପାତ୍ରକୁ ଛୁଏଁ ତବେେ ସହେି ପାତ୍ରକୁ ଭାଙ୍ଗି ଦିଆୟିବ। ଆଉ ଯଦି କୌଣସି କାଠପାତ୍ରକୁ ଛୁଏଁ ତବେେ ତାହା ଜଳ ରେ ଧୁଆୟିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପ୍ରମେହୀ ଯେଉଁ ମୃତ୍ତିକାପାତ୍ର ଛୁଏଁ, ତାହା ଭଙ୍ଗାଯିବ ଓ ସମସ୍ତ କାଷ୍ଠ ପାତ୍ର ଜଳରେ ଧୁଆଯିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି କୌଣସି କ୍ଷରଣକାରୀ ମାଟିପାତ୍ରକୁ ଛୁଏଁ ତେବେ ସେହି ପାତ୍ରକୁ ଭାଙ୍ଗି ଦିଆଯିବ। ଆଉ ଯଦି କୌଣସି କାଠପାତ୍ରକୁ ଛୁଏଁ ତେବେ ତାହା ଜଳରେ ଧୁଆଯିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରମେହୀ ଯେଉଁ ମୃତ୍ତିକା ପାତ୍ର ଛୁଇଁବ, ତାହା ଭଙ୍ଗାଯିବ ଓ ସମସ୍ତ କାଷ୍ଠ ପାତ୍ର ଜଳରେ ଧୁଆଯିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରମେହୀ ଯେଉଁ ମୃତ୍ତିକାପାତ୍ର ଛୁଇଁବ, ତାହା ଭଙ୍ଗାଯିବ ଓ ସମସ୍ତ କାଷ୍ଠ ପାତ୍ର ଜଳରେ ଧୁଆଯିବ।