Leviticus 15:13 — Compare Translations
5 translations compared side by side
Odia - 1840
"କ୍ଷରଣକାରୀ ଯେତବେେଳେ ନିଜ କ୍ଷରଣ ସକାେଶ ଶୁଚି ହୁଏ, ସେତବେେଳେ ସେ େଶୗଚକ୍ରିଯା ନିମନ୍ତେ ସାତଦିନ ଅପେକ୍ଷା କରିବା ଉଚିତ୍। ସେ ନିଜର ବସ୍ତ୍ର ଧୋଇବ ଓ ସୋର୍ତ ଜଳ ରେ ସ୍ନାନ କରିବ। ତବେେ ସେ ଶୁଚି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପ୍ରମେହୀ ଯେତେବେଳେ ଆପଣା ପ୍ରମେହରୁ ଶୁଚି ହୁଏ, ସେତେବେଳେ ସେ ଆପଣାର ଶୌଚକ୍ରିୟା ନିମନ୍ତେ ସାତ ଦିନ ଗଣନା କରିବ ଓ ଆପଣା ବସ୍ତ୍ର ଧୋଇବ ଓ ସ୍ରୋତଜଳରେ ସ୍ନାନ କରିବ; ତହୁଁ ଶୁଚି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“କ୍ଷରଣକାରୀ ଯେତେବେଳେ ନିଜ କ୍ଷରଣ ସକାଶେ ଶୁଚି ହୁଏ, ସେତେବେଳେ ସେ ଶୌଚକ୍ରିୟା ନିମନ୍ତେ ସାତ ଦିନ ଅପେକ୍ଷା କରିବା ଉଚିତ୍। ସେ ନିଜର ବସ୍ତ୍ର ଧୋଇବ ଓ ସ୍ରୋତ ଜଳରେ ସ୍ନାନ କରିବ। ତେବେ ସେ ଶୁଚି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ପ୍ରମେହୀ ଯେତେବେଳେ ଆପଣା ପ୍ରମେହରୁ ଶୁଚି ହୁଏ, ସେତେବେଳେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ସାତ ଦିନ ଗଣନା କରିବ ଓ ଆପଣା ବସ୍ତ୍ର ଧୋଇବ ଓ ସ୍ରୋତଜଳରେ ସ୍ନାନ କରିବ; ତହୁଁ ସେ ଶୁଚି ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ପ୍ରମେହୀ ଯେତେବେଳେ ଆପଣା ପ୍ରମେହରୁ ଶୁଚି ହୁଏ, ସେତେବେଳେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ସାତ ଦିନ ଗଣନା କରିବ ଓ ଆପଣା ବସ୍ତ୍ର ଧୋଇବ ଓ ସ୍ରୋତଜଳରେ ସ୍ନାନ କରିବ; ତହୁଁ ସେ ଶୁଚି ହେବ।