Leviticus 15:14 — Compare Translations
5 translations compared side by side
Odia - 1840
"ଅଷ୍ଟମ ଦିନ ରେ ସହେି ଲୋକ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ଆଣିବ। ସେ ସମାଗମ ତମ୍ବୁ ଦ୍ବାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖ ରେ ଯାଜକକୁ ଅର୍ପଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଅଷ୍ଟମ ଦିନରେ ସେ ଆପଣା ନିମନ୍ତେ ଦୁଇ ଘୁଘୁ ଅବା ଦୁଇ କାପ୍ତାଛୁଆ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ଵୁଦ୍ଵାର ନିକଟକୁ ଆସି ଯାଜକର ହସ୍ତରେ ସେମାନଙ୍କୁ ସମର୍ପଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଅଷ୍ଟମ ଦିନରେ ସେହି ଲୋକ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ଆଣିବ। ସେ ସମାଗମ-ତମ୍ବୁ ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ଯାଜକକୁ ଅର୍ପଣ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅଷ୍ଟମ ଦିନରେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆସି ଯାଜକର ହସ୍ତରେ ସେମାନଙ୍କୁ ସମର୍ପଣ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅଷ୍ଟମ ଦିନରେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆସି ଯାଜକର ହସ୍ତରେ ସେମାନଙ୍କୁ ସମର୍ପଣ କରିବ।