Leviticus 15:16 — Compare Translations

5 translations compared side by side

Odia - 1840
"ଯଦି କୌଣସି ପୁରୁଷର ବୀର୍ୟ୍ଯପାତ ହୁଏ, ତବେେ ସେ ସମସ୍ତ ଶରୀରକୁ ଜଳ ରେ ଧେ ୗତ କରିବ ଓ ସନ୍ଧ୍ଯା ପରର୍‌ୟ୍ଯନ୍ତ ଅଶୁଚି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେବେ କୌଣସି ପୁରୁଷର ବୀର୍ଯ୍ୟପାତ ହୁଏ, ତେବେ ସେ ଆପଣା ସମସ୍ତ ଶରୀର ଜଳରେ ଧୌତ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି କୌଣସି ପୁରୁଷର ବୀର୍ଯ୍ୟପାତ ହୁଏ, ତେବେ ସେ ସମସ୍ତ ଶରୀରକୁ ଜଳରେ ଧୌତ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯଦି କୌଣସି ପୁରୁଷର ବୀର୍ଯ୍ୟପାତ ହୁଏ, ତେବେ ସେ ଆପଣା ସମସ୍ତ ଶରୀର ଜଳରେ ଧୌତ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯଦି କୌଣସି ପୁରୁଷର ବୀର୍ଯ୍ୟପାତ ହୁଏ, ତେବେ ସେ ଆପଣା ସମସ୍ତ ଶରୀର ଜଳରେ ଧୌତ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।