Leviticus 15:17 — Compare Translations
5 translations compared side by side
Odia - 1840
"ଯଦି କୌଣସି ବସ୍ତ୍ର ରେ କିମ୍ବା ଚର୍ମ ରେ ବୀର୍ୟ୍ଯପାତ ହୁଏ, ସଗେୁଡିକୁ ଜଳ ରେ ଧୌତ କରାୟିବ ଓ ସନ୍ଧ୍ଯା ପର୍ୟ୍ଯନ୍ତ ତାହା ଅଶୁଚି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେଉଁ ପ୍ରତ୍ୟେକ ବସ୍ତ୍ରରେ କି ଚର୍ମରେ ବୀର୍ଯ୍ୟପାତ ହୁଏ, ତାହା ଜଳରେ ଧୋଇବ ଓ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କୌଣସି ବସ୍ତ୍ରରେ କିମ୍ବା ଚର୍ମରେ ବୀର୍ଯ୍ୟପାତ ହୁଏ, ସେଗୁଡ଼ିକୁ ଜଳରେ ଧୌତ କରାଯିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ତାହା ଅଶୁଚି ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେଉଁ ପ୍ରତ୍ୟେକ ବସ୍ତ୍ରରେ କି ଚର୍ମରେ ବୀର୍ଯ୍ୟପାତ ହୁଏ, ତାହା ଜଳରେ ଧୋଇବ ଓ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେଉଁ ପ୍ରତ୍ୟେକ ବସ୍ତ୍ରରେ କି ଚର୍ମରେ ବୀର୍ଯ୍ୟପାତ ହୁଏ, ତାହା ଜଳରେ ଧୋଇବ ଓ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।