Leviticus 15:18 — Compare Translations

5 translations compared side by side

Odia - 1840
"ଯଦି ସେ ପୁରୁଷ କୌଣସି ସ୍ତ୍ରୀ ସହିତ ଶଯନ କରେ ଓ ତା'ର କାର୍ୟ୍ଯ ସ୍ଖଳନ ଘଟେ, ତବେେ ସେ ଦୁ ହେଁ ଜଳ ରେ ସ୍ନାନ କରିବେ ଓ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ସେ ସ୍ତ୍ରୀ, ଯାହା ସଙ୍ଗେ ସ୍ଖଳିତ-ବୀର୍ଯ୍ୟ ପୁରୁଷ ଶୟନ କରିବ, ସେ ଦୁହେଁ ଜଳରେ ସ୍ନାନ କରିବେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସେ ପୁରୁଷ କୌଣସି ସ୍ତ୍ରୀ ସହିତ ଶୟନ କରେ ଓ ତା’ର କାର୍ଯ୍ୟ ସ୍ଖଳନ ଘଟେ, ତେବେ ସେ ଦୁହେଁ ଜଳରେ ସ୍ନାନ କରିବେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ସେ ସ୍ତ୍ରୀ, ଯାହା ସଙ୍ଗେ ସ୍ଖଳିତ ବୀର୍ଯ୍ୟ ପୁରୁଷ ଶୟନ କରିବ, ସେ ଦୁହେଁ ଜଳରେ ସ୍ନାନ କରିବେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବେ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ସେ ସ୍ତ୍ରୀ, ଯାହା ସଙ୍ଗେ ସ୍ଖଳିତ ବୀର୍ଯ୍ୟ ପୁରୁଷ ଶୟନ କରିବ, ସେ ଦୁହେଁ ଜଳରେ ସ୍ନାନ କରିବେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବେ।