Leviticus 15:19 — Compare Translations
5 translations compared side by side
Odia - 1840
"ଆଉ ଯଦି କୌଣସି ସ୍ତ୍ରୀ ରଜସ୍ବଳା ହୁଏ ଓ ତା'ର ଦହରେୁ ରକ୍ତ କ୍ଷରିତ ହୁଏ, ତବେେ ସେ ସାତଦିନ ପର୍ୟ୍ଯନ୍ତ ଅଶୌଚ ରହିବ। ୟିଏ କହେି ତାକୁ ସେ ସମୟରେ ଛୁଇଁବ ସେ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେବେ ସ୍ତ୍ରୀ ରଜସ୍ଵଳା ହୁଏ ଓ ତାହାର ଦେହରୁ ରକ୍ତ କ୍ଷରେ, ତେବେ ସେ ସାତଦିନ ଆପଣା ଅଶୌଚରେ ରହିବ; ପୁଣି, ଯେକେହି ତାହାକୁ ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ଯଦି କୌଣସି ସ୍ତ୍ରୀର ରଜସ୍ୱଳା ହୁଏ ଓ ତା’ର ଦେହରୁ ରକ୍ତ କ୍ଷରିତ ହୁଏ, ତେବେ ସେ ସାତ ଦିନ ପର୍ଯ୍ୟନ୍ତ ଅଶୌଚ ରହିବ। ଯେକେହି ତାକୁ ସେ ସମୟରେ ଛୁଇଁବ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯଦି ସ୍ତ୍ରୀ ରଜସ୍ୱଳା ହୁଏ ଓ ତାହାର ଦେହରୁ ରକ୍ତ ଝରେ, ତେବେ ସେ ସାତ ଦିନ ଆପଣା ଅଶୁଚିତାରେ ରହିବ; ପୁଣି, ଯେକେହି ତାହାକୁ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯଦି ସ୍ତ୍ରୀ ରଜସ୍ୱଳା ହୁଏ ଓ ତାହାର ଦେହରୁ ରକ୍ତ ଝରେ, ତେବେ ସେ ସାତଦିନ ଆପଣା ଅଶୁଚିତାରେ ରହିବ; ପୁଣି, ଯେକେହି ତାହାକୁ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।