Leviticus 15:20 — Compare Translations

5 translations compared side by side

Odia - 1840
"ଆଉ ସହେି ସ୍ତ୍ରୀ ଧର୍ମ ସମୟରେ ଯେକୌଣସି ଶୟ୍ଯା ରେ ଶଯନ କରିବ, ତାହା ଅଶୁଚି ରହିବ ଓ ଯାହା ଉପରେ ସେ ବସିବ ତାହା ମଧ୍ଯ ଅଶୁଚି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ଆପଣା ସ୍ତ୍ରୀଧର୍ମ ସମୟରେ ଯେକୌଣସି ଶଯ୍ୟାରେ ଶୟନ କରିବ, ତାହା ଅଶୁଚି ହେବ ଓ ଯହିଁ ଉପରେ ସେ ବସିବ, ତାହା ଅଶୁଚି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେହି ସ୍ତ୍ରୀ ଧର୍ମ ସମୟରେ ଯେକୌଣସି ଶଯ୍ୟାରେ ଶୟନ କରିବ, ତାହା ଅଶୁଚି ରହିବ ଓ ଯାହା ଉପରେ ସେ ବସିବ ତାହା ମଧ୍ୟ ଅଶୁଚି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ଆପଣା ସ୍ତ୍ରୀଧର୍ମ ସମୟରେ ଯେକୌଣସି ଶଯ୍ୟାରେ ଶୟନ କରିବ, ତାହା ଅଶୁଚି ହେବ ଓ ଯହିଁ ଉପରେ ସେ ବସିବ, ତାହା ଅଶୁଚି ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ଆପଣା ସ୍ତ୍ରୀଧର୍ମ ସମୟରେ ଯେକୌଣସି ଶଯ୍ୟାରେ ଶୟନ କରିବ, ତାହା ଅଶୁଚି ହେବ ଓ ଯହିଁ ଉପରେ ସେ ବସିବ, ତାହା ଅଶୁଚି ହେବ।