Leviticus 15:21 — Compare Translations

5 translations compared side by side

Odia - 1840
"ଯଦି କୌଣସି ବ୍ଯକ୍ତି ତା'ର ଶୟ୍ଯା ଛୁଇଁବ ସେ ତା'ର ବସ୍ତ୍ର ଧୋଇବ ଓ ସେ ଜଳ ରେ ସ୍ନାନ କରିବ। ଆଉ ସେ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେକେହି ତାହାର ଶଯ୍ୟା ଛୁଏଁ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କୌଣସି ବ୍ୟକ୍ତି ତା’ର ଶଯ୍ୟା ଛୁଇଁବ ସେ ତା’ର ବସ୍ତ୍ର ଧୋଇବ ଓ ସେ ଜଳରେ ସ୍ନାନ କରିବ। ଆଉ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେକେହି ତାହାର ଶଯ୍ୟା ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେକେହି ତାହାର ଶଯ୍ୟା ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।