Leviticus 15:22 — Compare Translations

5 translations compared side by side

Odia - 1840
"ପୁଣି ୟିଏ କହେି ତା'ର ବସିବା ଆସନ ରେ ବସିବ, ସେ ତା'ର ବସ୍ତ୍ର ଧୋଇବ ଓ ଜଳ ରେ ସ୍ନାନ କରିବ। ଆଉ ମଧ୍ଯ ସେ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେକେହି ତାହାର ବସିବାର କୌଣସି ଆସନ ଉପରେ ବସେ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯେକେହି ତା’ର ବସିବା ଆସନରେ ବସିବ, ସେ ତା’ର ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ। ଆଉ ମଧ୍ୟ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେକେହି ତାହାର ବସିବାର କୌଣସି ଆସନ ଉପରେ ବସେ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେକେହି ତାହାର ବସିବାର କୌଣସି ଆସନ ଉପରେ ବସେ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।