Leviticus 15:23 — Compare Translations
5 translations compared side by side
Odia - 1840
"ଆଉ ତା'ର ଶୟ୍ଯା କିମ୍ବା ଆସନ ଉପରେ ଥିବା ଯେକୌଣସି ଜିନିଷ ଜଣେ ଛୁଇଁବ, ତବେେ ସେ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତାହାର ଶଯ୍ୟା କି ଆସନ ଉପରେ କିଛି ଥିଲେ ଯେକେହି ତାହା ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତା’ର ଶଯ୍ୟା କିମ୍ବା ଆସନ ଉପରେ ଥିବା ଯେକୌଣସି ଜିନିଷ ଜଣେ ଛୁଇଁବ, ତେବେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତାହାର ଶଯ୍ୟା କି ଆସନ ଉପରେ କିଛି ଥିଲେ, ଯେକେହି ତାହା ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ତାହାର ଶଯ୍ୟା କି ଆସନ ଉପରେ କିଛି ଥିଲେ, ଯେକେହି ତାହା ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।