Leviticus 15:24 — Compare Translations

5 translations compared side by side

Odia - 1840
"ଯଦି ରଜସ୍ବାଳା ସମୟରେ କୌଣସି ପୁରୁଷ ସହେି ସ୍ତ୍ରୀ ଲୋକ ସହିତ ଦୈହିକ ସମ୍ପର୍କ ରେଖ, ସେ ମଧ୍ଯ ସାତଦିନ ପର୍ୟ୍ଯନ୍ତ ଅଶୁଚି ରହିବ। ପୁଣି ସେ ଯେ କୌଣସି ଶୟ୍ଯା ରେ ଶଯନ କରେ ତାହା ଅଶୁଚି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେଉଁ ପୁରୁଷ ତାହା ସଙ୍ଗେ ଶୟନ କରେ ଓ ତାହାର ରଜ ତାହାଠାରେ ଲାଗେ, ସେ ସାତ ଦିନ ଅଶୁଚି ରହିବ; ପୁଣି ସେ ଯେକୌଣସି ଶଯ୍ୟାରେ ଶୟନ କରେ, ତାହା ଅଶୁଚି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ରଜସ୍ୱାଳା ସମୟରେ କୌଣସି ପୁରୁଷ ସେହି ସ୍ତ୍ରୀଲୋକ ସହିତ ଦୈହିକ ସମ୍ପର୍କ ରଖେ, ସେ ମଧ୍ୟ ସାତ ଦିନ ପର୍ଯ୍ୟନ୍ତ ଅଶୁଚି ରହିବ। ପୁଣି ସେ ଯେକୌଣସି ଶଯ୍ୟାରେ ଶୟନ କରେ ତାହା ଅଶୁଚି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେଉଁ ପୁରୁଷ ତାହା ସଙ୍ଗେ ଶୟନ କରେ ଓ ତାହାର ରଜ ତାହାଠାରେ ଲାଗେ, ସେ ସାତ ଦିନ ଅଶୁଚି ରହିବ; ପୁଣି ସେ ଯେକୌଣସି ଶଯ୍ୟାରେ ଶୟନ କରେ, ତାହା ଅଶୁଚି ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେଉଁ ପୁରୁଷ ତାହା ସଙ୍ଗେ ଶୟନ କରେ ଓ ତାହାର ରଜ ତାହାଠାରେ ଲାଗେ, ସେ ସାତ ଦିନ ଅଶୁଚି ରହିବ; ପୁଣି ସେ ଯେକୌଣସି ଶଯ୍ୟାରେ ଶୟନ କରେ, ତାହା ଅଶୁଚି ହେବ।