Leviticus 15:25 — Compare Translations
5 translations compared side by side
Odia - 1840
"ଆଉ ସ୍ତ୍ରୀର ମାସିକ ଧର୍ମ ସମୟ ଛଡା ଯଦି କୌଣସି ସ୍ତ୍ରୀ ବହୁଦିନ ପର୍ୟ୍ଯନ୍ତ ରକ୍ତସ୍ରାବ ହୁଏ, କିମ୍ବା ସାତ ଦିନ ଅତିବାହିତ ହେଲାପରେ ଯଦି କ୍ତ ସ୍ରାବ ହୁଏ, ତବେେ ରକ୍ତସ୍ରାବ ହେଉଥିବ ପର୍ୟ୍ଯନ୍ତ ସେ ସ୍ତ୍ରୀର ମାସିକ ଧର୍ମ ସମୟ ପରି ଅଶୁଚି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସ୍ତ୍ରୀଧର୍ମ ସମୟ ଛଡ଼ା ଯେବେ କୌଣସି ସ୍ତ୍ରୀର ବହୁ ଦିନ ପର୍ଯ୍ୟନ୍ତ ରକ୍ତସ୍ରାବ ହୁଏ, କିଅବା ସ୍ତ୍ରୀଧର୍ମ ସମୟ ଉତ୍ତାରେ ଯେବେ ରକ୍ତସ୍ରାବ ହୁଏ; ତେବେ ଯେପରି ସ୍ତ୍ରୀଧର୍ମ ସମୟରେ, ସେପରି ଅଶୁଚି ରକ୍ତସ୍ରାବର ସକଳ ଦିନ ହେବ, ସେ ଅଶୁଚି ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ସ୍ତ୍ରୀର ମାସିକ ଧର୍ମ ସମୟ ଛଡ଼ା ଯଦି କୌଣସି ସ୍ତ୍ରୀର ବହୁ ଦିନ ପର୍ଯ୍ୟନ୍ତ ରକ୍ତସ୍ରାବ ହୁଏ, କିମ୍ବା ସାତ ଦିନ ଅତିବାହିତ ହେଲା ପରେ ଯଦି ରକ୍ତସ୍ରାବ ହୁଏ, ତେବେ ରକ୍ତସ୍ରାବ ହେଉଥିବ ପର୍ଯ୍ୟନ୍ତ ସେ ସ୍ତ୍ରୀର ମାସିକ ଧର୍ମ ସମୟ ପରି ଅଶୁଚି ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସ୍ତ୍ରୀର ରଜଧର୍ମ ସମୟ ଛଡ଼ା ଯେବେ କୌଣସି ସ୍ତ୍ରୀର ବହୁ ଦିନ ପର୍ଯ୍ୟନ୍ତ ରକ୍ତସ୍ରାବ ହୁଏ, କିଅବା ସ୍ତ୍ରୀର ରଜଧର୍ମ ସମୟ ଉତ୍ତାରେ ଯେବେ ରକ୍ତସ୍ରାବ ହୁଏ; ତେବେ ଯେପରି ସ୍ତ୍ରୀର ରଜଧର୍ମ ସମୟରେ, ସେପରି ଅଶୁଚି ରକ୍ତସ୍ରାବର ସକଳ ଦିନ ହେବ, ସେ ଅଶୁଚି ଅଟେ।
Odia IRV 2017 (ଓଡିଆ ବାଇବେଲ)