Leviticus 15:26 — Compare Translations

5 translations compared side by side

Odia - 1840
"ଯଦି ସହେି ରକ୍ତସ୍ରାବ ଚାଲିଥିବା ସମୟରେ ସେ କୌଣସି ଶୟ୍ଯା ରେ ଶଯନ କରେ, ତବେେ ତାହା ସ୍ତ୍ରୀ-ଧର୍ମ ସମୟ ପରି ଅଶୁଚି ରହିବ। ଆଉ ସେ ଯେଉଁ ଆସନ ଉପରେ ବସିବ ତା' ମଧ୍ଯ ସ୍ତ୍ରୀଧର୍ମ ସମୟ ପରେ ଅଶୁଚି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ରକ୍ତସ୍ରାବର ସକଳ ଦିନ ଯେକୌଣସି ଶଯ୍ୟାରେ ସେ ଶୟନ କରେ, ତାହା ସ୍ତ୍ରୀଧର୍ମ ସମୟର ଶଯ୍ୟା ନ୍ୟାୟ ଅଶୁଚି ହେବ, ଆଉ ସେ ଯେକୌଣସି ଆସନରେ ବସେ, ତାହା ସ୍ତ୍ରୀଧର୍ମ ସମୟର ଅଶୌଚ ନ୍ୟାୟ ଅଶୁଚି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସେହି ରକ୍ତସ୍ରାବ ଗ୍ଭଲିଥିବା ସମୟରେ ସେ କୌଣସି ଶଯ୍ୟାରେ ଶୟନ କରେ, ତେବେ ତାହା ସ୍ତ୍ରୀ-ଧର୍ମ ସମୟ ପରି ଅଶୁଚି ରହିବ। ଆଉ ସେ ଯେଉଁ ଆସନ ଉପରେ ବସିବ ତା’ ମଧ୍ୟ ସ୍ତ୍ରୀଧର୍ମ ସମୟ ପରେ ଅଶୁଚି ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ରକ୍ତସ୍ରାବର ସକଳ ଦିନ ଯେକୌଣସି ଶଯ୍ୟାରେ ସେ ଶୟନ କରେ, ତାହା ସ୍ତ୍ରୀଧର୍ମ ସମୟର ଶଯ୍ୟା ସଦୃଶ ଅଶୁଚି ହେବ, ଆଉ ସେ ଯେକୌଣସି ଆସନରେ ବସେ, ତାହା ସ୍ତ୍ରୀର ରଜଧର୍ମ ସମୟର ଅଶୁଚିତା ସଦୃଶ ଅଶୁଚି ହେବ।
Odia IRV 2017 (ଓଡିଆ ବାଇବେଲ)
ସେହି ରକ୍ତସ୍ରାବର ସକଳ ଦିନ ଯେକୌଣସି ଶଯ୍ୟାରେ ସେ ଶୟନ କରେ, ତାହା ସ୍ତ୍ରୀଧର୍ମ ସମୟର ଶଯ୍ୟା ସଦୃଶ ଅଶୁଚି ହେବ, ଆଉ ସେ ଯେକୌଣସି ଆସନରେ ବସେ, ତାହା ସ୍ତ୍ରୀର ରଜଧର୍ମ ସମୟର ଅଶୁଚିତା ସଦୃଶ ଅଶୁଚି ହେବ।