Leviticus 15:27 — Compare Translations
5 translations compared side by side
Odia - 1840
"ପୁଣି ୟିଏ କହେି ସହେିସବୁ ଜିନିଷ ଛୁଇଁବ, ସେ ଅଶୁଚି ହବେ, ସେ ନିଜର ବସ୍ତ୍ର ଧୋଇବ ଓ ଜଳ ରେ ସ୍ନାନ କରିବ ଓ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେକେହି ତାହା ସବୁ ଛୁଏଁ, ସେ ଅଶୁଚି ହେବ ଓ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯେକେହି ସେହିସବୁ ଜିନିଷ ଛୁଇଁବ, ସେ ଅଶୁଚି ହେବ, ସେ ନିଜର ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେକେହି ସେହି ସମସ୍ତ ଛୁଇଁବ, ସେ ଅଶୁଚି ହେବ ଓ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେକେହି ସେହି ସମସ୍ତ ଛୁଇଁବ, ସେ ଅଶୁଚି ହେବ ଓ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।