Leviticus 15:28 — Compare Translations
5 translations compared side by side
Odia - 1840
"ପୁଣି ସହେି ସ୍ତ୍ରୀର ରକ୍ତସ୍ରାବ ବନ୍ଦ ହେଲେ, ସେ ଆଉ ସାତଦିନ ଅପେକ୍ଷା କରିବ। ତା'ପରେ ସେ ଶୁଚି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେହି ସ୍ତ୍ରୀର ରକ୍ତସ୍ରାବ ରହିତ ହେଲେ, ସେ ଆପଣା ନିମନ୍ତେ ସାତ ଦିନ ଗଣନା କରିବ, ତହିଁ ଉତ୍ତାରେ ସେ ଶୁଚି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେହି ସ୍ତ୍ରୀର ରକ୍ତସ୍ରାବ ବନ୍ଦ ହେଲେ, ସେ ଆଉ ସାତ ଦିନ ଅପେକ୍ଷା କରିବ। ତା’ପରେ ସେ ଶୁଚି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେହି ସ୍ତ୍ରୀର ରକ୍ତସ୍ରାବ ବନ୍ଦ ହେଲେ, ସେ ଆପଣା ନିମନ୍ତେ ସାତ ଦିନ ଗଣନା କରିବ, ତହିଁ ଉତ୍ତାରେ ସେ ଶୁଚି ହେବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେହି ସ୍ତ୍ରୀର ରକ୍ତସ୍ରାବ ବନ୍ଦ ହେଲେ, ସେ ଆପଣା ନିମନ୍ତେ ସାତ ଦିନ ଗଣନା କରିବ, ତହିଁ ଉତ୍ତାରେ ସେ ଶୁଚି ହେବ।