Leviticus 15:29 — Compare Translations

5 translations compared side by side

Odia - 1840
"ତା'ପରେ ଅଷ୍ଟମ ଦିନ ରେ ସହେି ସ୍ତ୍ରୀ ଲୋକ ଦୁଇଟି କପୋତ କିମ୍ବା ଦୁଇଟି ପାରା ଛୁଆ ଆଣି ସମାଗମ ତମ୍ବୁର ଦ୍ବାର ନିକଟରେ ଯାଜକକୁ ଅର୍ପଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଅଷ୍ଟମ ଦିନରେ ସେ ଆପଣା ନିମନ୍ତେ ଦୁଇ ଘୁଘୁ ଅବା ଦୁଇ କାପ୍ତାଛୁଆ ନେଇ ସମାଗମ-ତମ୍ଵୁଦ୍ଵାରରେ ଯାଜକ ନିକଟକୁ ଆଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଅଷ୍ଟମ ଦିନରେ ସେହି ସ୍ତ୍ରୀଲୋକ ଦୁଇଟି କପୋତ କିମ୍ବା ଦୁଇଟି ପାରା ଛୁଆ ଆଣି ସମାଗମ-ତମ୍ବୁର ଦ୍ୱାର ନିକଟରେ ଯାଜକକୁ ଅର୍ପଣ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅଷ୍ଟମ ଦିନରେ ସେ ଆପଣା ନିମନ୍ତେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ ସମାଗମ-ତମ୍ବୁର ଦ୍ୱାରରେ ଯାଜକ ନିକଟକୁ ଆଣିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅଷ୍ଟମ ଦିନରେ ସେ ଆପଣା ନିମନ୍ତେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ ସମାଗମ-ତମ୍ବୁର ଦ୍ୱାରରେ ଯାଜକ ନିକଟକୁ ଆଣିବ।