Leviticus 15:30 — Compare Translations
5 translations compared side by side
Odia - 1840
"ତା'ପରେ ସେ ଯାଜକ ସେଥିମଧ୍ଯରୁ ଗୋଟିଏ ପକ୍ଷୀ ପାପାର୍ଥକ ବଳିରୂପେ ଓ ଅନ୍ୟଟିକୁ ହାମବେଳି ରୂପେ ଉତ୍ସର୍ଗ କରିବ। ଏହିରୂପେ ସେ ଯାଜକ ସଦାପ୍ରଭୁଙ୍କ ସମ୍ମୁଖ ରେ ସେ ସ୍ତ୍ରୀ ଲୋକଙ୍କୁ ପ୍ରାଯଶ୍ଚିତ କରାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯାଜକ ସେଥିରୁ ଗୋଟିକି ପାପାର୍ଥକ ବଳି ଓ ଅନ୍ୟଟିକି ହୋମବଳି ରୂପେ ଉତ୍ସର୍ଗ କରିବ; ଆଉ, ଯାଜକ ତାହାର ରକ୍ତସ୍ରାବର ଅଶୌଚ ହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ଯାଜକ ସେଥିମଧ୍ୟରୁ ଗୋଟିଏ ପକ୍ଷୀ ପାପାର୍ଥକ ବଳିରୂପେ ଓ ଅନ୍ୟଟିକୁ ହୋମବଳି ରୂପେ ଉତ୍ସର୍ଗ କରିବ। ଏହିରୂପେ ସେ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ସେ ସ୍ତ୍ରୀଲୋକଙ୍କୁ ପ୍ରାୟଶ୍ଚିତ କରାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯାଜକ ସେଥିରୁ ଗୋଟିଏକୁ ପାପାର୍ଥକ ବଳି ଓ ଅନ୍ୟଟିକୁ ହୋମବଳି ରୂପେ ଉତ୍ସର୍ଗ କରିବ; ଆଉ, ଯାଜକ ତାହାର ରକ୍ତସ୍ରାବର ଅଶୁଚିତା ହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯାଜକ ସେଥିରୁ ଗୋଟିଏକୁ ପାପାର୍ଥକ ବଳି ଓ ଅନ୍ୟଟିକୁ ହୋମ ବଳି ରୂପେ ଉତ୍ସର୍ଗ କରିବ; ଆଉ, ଯାଜକ ତାହାର ରକ୍ତସ୍ରାବର ଅଶୁଚିତା ହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।