Leviticus 15:31 — Compare Translations
5 translations compared side by side
Odia - 1840
"ଏଣୁ ତୁମ୍ଭେ ଇଶ୍ରାୟେଲ ସନ୍ତନଗଣଙ୍କୁ ଅଶୁଚି ବିଷଯ ରେ ସତର୍କ କରିଦବେ। ଯଦି ତୁମ୍ଭେ ସମାନଙ୍କେୁ ବିଧି ବିଷଯ ରେ ନଜଣାଇବ, ତବେେ ସମାନେେ ଆମ୍ଭର ପବିତ୍ର ତମ୍ବୁକୁ ଅଶୁଚି କରି ଦବେେ। ଏଥିପାଇଁ ସମାନେେ ମୃତ୍ଯୁବରଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କର ମଧ୍ୟବର୍ତ୍ତୀ ଆମ୍ଭର ଆବାସ ଅଶୁଚି କଲେ, ଯେପରି ସେମାନେ ଆପଣାମାନଙ୍କ ଅଶୌଚରେ ନ ମରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ସେମାନଙ୍କ ଅଶୌଚରୁ ପୃଥକ୍ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଏଣୁ ତୁମ୍ଭେ ଇସ୍ରାଏଲ ସନ୍ତନଗଣଙ୍କୁ ଅଶୁଚି ବିଷୟରେ ସତର୍କ କରିଦେବ। ଯଦି ତୁମ୍ଭେ ସେମାନଙ୍କୁ ବିଧି ବିଷୟରେ ନ ଜଣାଇବ, ତେବେ ସେମାନେ ଆମ୍ଭର ପବିତ୍ର ତମ୍ବୁକୁ ଅଶୁଚି କରି ଦେବେ। ଏଥିପାଇଁ ସେମାନେ ମୃତ୍ୟୁବରଣ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କର ମଧ୍ୟବର୍ତ୍ତୀ ଆମ୍ଭର ଆବାସ ଅଶୁଚି କଲେ, ଯେପରି ସେମାନେ ଆପଣାମାନଙ୍କ ଅଶୁଚିତାରେ ନ ମରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ସେମାନଙ୍କ ଅଶୁଚିତାରୁ ପୃଥକ କରିବ।”
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଇସ୍ରାଏଲ ସନ୍ତାନଗଣ ସେମାନଙ୍କର ମଧ୍ୟବର୍ତ୍ତୀ ଆମ୍ଭର ଆବାସ ଅଶୁଚି କଲେ, ଯେପରି ସେମାନେ ଆପଣାମାନଙ୍କ ଅଶୁଚିତାରେ ନ ମରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ସେମାନଙ୍କ ଅଶୁଚିତାରୁ ପୃଥକ୍ କରିବ।