Leviticus 15:33 — Compare Translations
5 translations compared side by side
Odia - 1840
"ପୁଣି ଏହିସବୁ ବିଧି ରଜସ୍ବାଳା ନାରୀ, ବିର୍ୟ୍ଯ କ୍ଷରଣକାରୀ ପୁରୁଷ ଓ ସ୍ତ୍ରୀ ଏବଂ ରଜସ୍ବଳା ନାରୀ ସହିତ ଶଯନ କରୁଥିବା ଲୋକମାନଙ୍କ ପାଇଁ ଲାଗୁ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ରଜସ୍ଵଳା ସ୍ତ୍ରୀର ଓ ପ୍ରମେହୀ ପୁରୁଷ ଓ ସ୍ତ୍ରୀର, ଆଉ, ସ୍ତ୍ରୀର ଅଶୌଚ କାଳେ ତାହା ସହିତ ଶୟନକାରୀ ପୁରୁଷର, ଏହି ବ୍ୟବସ୍ଥା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଏହିସବୁ ବିଧି ରଜସ୍ୱାଳା ନାରୀ, ବିର୍ଯ୍ୟ କ୍ଷରଣକାରୀ ପୁରୁଷ ଓ ସ୍ତ୍ରୀ ଏବଂ ରଜସ୍ୱଳା ନାରୀ ସହିତ ଶୟନ କରୁଥିବା ଲୋକମାନଙ୍କ ପାଇଁ ଲାଗୁ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ରଜସ୍ୱଳା ସ୍ତ୍ରୀର ଓ ପ୍ରମେହୀ ପୁରୁଷ ଓ ସ୍ତ୍ରୀର, ଆଉ, ସ୍ତ୍ରୀର ଅଶୁଚିତା ସମୟରେ ତାହା ସହିତ ଶୟନକାରୀ ପୁରୁଷର, ଏହି ବ୍ୟବସ୍ଥା।
Odia IRV 2017 (ଓଡିଆ ବାଇବେଲ)
ପୁଣି ରଜସ୍ୱଳା ସ୍ତ୍ରୀର ଓ ପ୍ରମେହୀ ପୁରୁଷ ଓ ସ୍ତ୍ରୀର, ଆଉ, ସ୍ତ୍ରୀର ଅଶୁଚିତା ସମୟରେ ତାହା ସହିତ ଶୟନକାରୀ ପୁରୁଷର, ଏହି ବ୍ୟବସ୍ଥା।”