Leviticus 15:4 — Compare Translations

5 translations compared side by side

Odia - 1840
"ପ୍ରମହେ ରୋଗୀ ଯେଉଁ ଶୟ୍ଯା ରେ ଶଯନ କରେ ତାହା ଅଶୁଚି ଅଟେ। ଆଉ ସେ ଯେଉଁ ସବୁ ପଦାର୍ଥ ଉପରେ ବସିବ ତାହା ମଧ୍ଯ ଅଶୁଚି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରମେହୀ ଲୋକ ଯେଉଁ ପ୍ରତ୍ୟେକ ଶଯ୍ୟାରେ ଶୟନ କରେ, ତାହା ଅଶୁଚି ହେବ ଓ ଯେଉଁ ପ୍ରତ୍ୟେକ ପଦାର୍ଥ ଉପରେ ସେ ବସେ, ତାହା ଅଶୁଚି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ପ୍ରମେହ ରୋଗୀ ଯେଉଁ ଶଯ୍ୟାରେ ଶୟନ କରେ ତାହା ଅଶୁଚି ଅଟେ। ଆଉ ସେ ଯେଉଁସବୁ ପଦାର୍ଥ ଉପରେ ବସିବ ତାହା ମଧ୍ୟ ଅଶୁଚି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରମେହୀ ଲୋକ ଯେଉଁ ପ୍ରତ୍ୟେକ ଶଯ୍ୟାରେ ଶୟନ କରେ, ତାହା ଅଶୁଚି ହେବ ଓ ଯେଉଁ ପ୍ରତ୍ୟେକ ପଦାର୍ଥ ଉପରେ ସେ ବସେ, ତାହା ଅଶୁଚି ହେବ।
Odia IRV 2017 (ଓଡିଆ ବାଇବେଲ)
ପ୍ରମେହୀ ଲୋକ ଯେଉଁ ପ୍ରତ୍ୟେକ ଶଯ୍ୟାରେ ଶୟନ କରେ, ତାହା ଅଶୁଚି ହେବ ଓ ଯେଉଁ ପ୍ରତ୍ୟେକ ପଦାର୍ଥ ଉପରେ ସେ ବସେ, ତାହା ଅଶୁଚି ହେବ।