Leviticus 15:6 — Compare Translations
5 translations compared side by side
Odia - 1840
"ଆଉ ଯେ କୌଣସି ବସ୍ତୁ ଉପରେ ସହେି କ୍ଷରଣକାରୀ ବସିଥାଏ, ଯଦି ସହେି ବସ୍ତୁ ଉପରେ ଯେ କହେି ବସିବ ସେ ନିଜର ବସ୍ତ୍ର ଧୋଇବ ଓ ଜଳ ରେ ସ୍ନାନ କରିବ। ସନ୍ଧ୍ଯା ପର୍ୟ୍ଯନ୍ତ ସେ ମଧ୍ଯ ଅଶୁଚି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେକୌଣସି ପଦାର୍ଥ ଉପରେ ପ୍ରମେହୀ ବସେ, ତହିଁ ଉପରେ ଯେବେ କେହି ବସେ, ତେବେ ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯେକୌଣସି ବସ୍ତୁ ଉପରେ ସେହି କ୍ଷରଣକାରୀ ବସିଥାଏ, ଯଦି ସେହି ବସ୍ତୁ ଉପରେ ଯେକେହି ବସିବ ସେ ନିଜର ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ। ସନ୍ଧ୍ୟା ପର୍ଯ୍ୟନ୍ତ ସେ ମଧ୍ୟ ଅଶୁଚି ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେକୌଣସି ପଦାର୍ଥ ଉପରେ ପ୍ରମେହୀ ବସେ, ତହିଁ ଉପରେ ଯଦି କେହି ବସେ, ତେବେ ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେକୌଣସି ପଦାର୍ଥ ଉପରେ ପ୍ରମେହୀ ବସେ, ତହିଁ ଉପରେ ଯଦି କେହି ବସେ, ତେବେ ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।