Leviticus 15:7 — Compare Translations

5 translations compared side by side

Odia - 1840
"ଆଉ ଯଦି କହେି କ୍ଷରଣକାରୀଙ୍କୁ ଛୁଇଁବ ତବେେ ସେ ତା'ର ବସ୍ତ୍ର ଧୋଇବ ଓ ଜଳ ରେ ସ୍ନାନ କରିବ ଓ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେକେହି ପ୍ରମେହୀର ଶରୀର ଛୁଏଁ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯଦି କେହି କ୍ଷରଣକାରୀଙ୍କୁ ଛୁଇଁବ ତେବେ ସେ ତା’ର ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେକେହି ପ୍ରମେହୀର ଶରୀର ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେକେହି ପ୍ରମେହୀର ଶରୀର ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।