Leviticus 15:8 — Compare Translations
5 translations compared side by side
Odia - 1840
"କ୍ଷରଣକାରୀ ବ୍ଯକ୍ତି ଯଦି ଶୁଚି ଲୋକ ଉପରେ ଛପେ ପକାଏ ତବେେ ସେ ବ୍ଯକ୍ତି ନିଜର ବସ୍ତ୍ର ଧୋଇବ, ଜଳ ରେ ସ୍ନାନ କରିବ ଓ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପ୍ରମେହୀ ଯେବେ ଶୁଚି ଲୋକର ଦେହରେ ଛେପ ପକାଏ, ତେବେ ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
“କ୍ଷରଣକାରୀ ବ୍ୟକ୍ତି ଯଦି ଶୁଚି ଲୋକ ଉପରେ ଛେପ ପକାଏ ତେବେ ସେ ବ୍ୟକ୍ତି ନିଜର ବସ୍ତ୍ର ଧୋଇବ, ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ପ୍ରମେହୀ ଯଦି ଶୁଚି ଲୋକର ଦେହରେ ଛେପ ପକାଏ, ତେବେ ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ପ୍ରମେହୀ ଯଦି ଶୁଚି ଲୋକର ଦେହରେ ଛେପ ପକାଏ, ତେବେ ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।