Leviticus 16:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କୁ ସୁଗନ୍ଧି ଧୂପର ନବୈେଦ୍ଯ ଦଲୋ ବେଳେ ହାରୋଣଙ୍କ ଦୁଇ ପୁତ୍ର ମଲେ। ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ହାରୋଣଙ୍କର ଦୁଇ ପୁତ୍ର ସଦାପ୍ରଭୁଙ୍କ ନିକଟବର୍ତ୍ତୀ ହୋଇ ମଲା ଉତ୍ତାରେ, ସଦାପ୍ରଭୁ ମୋଶାଙ୍କ ସହିତ ଆଳାପ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ପ୍ରାୟଶ୍ଚିତ୍ତର ଦିନ ସଦାପ୍ରଭୁଙ୍କୁ ସୁଗନ୍ଧି ଧୂପର ନୈବେଦ୍ୟ ଦେଲାବେଳେ ହାରୋଣଙ୍କ ଦୁଇ ପୁତ୍ର ମଲେ। ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ହାରୋଣଙ୍କର ଦୁଇ ପୁତ୍ର ସଦାପ୍ରଭୁଙ୍କ ନିକଟବର୍ତ୍ତୀ ହୋଇ ମଲା ଉତ୍ତାରେ, ସଦାପ୍ରଭୁ ମୋଶାଙ୍କୁ କହିଲେ;
Odia IRV 2017 (ଓଡିଆ ବାଇବେଲ)
ଆଉ, ହାରୋଣଙ୍କର ଦୁଇ ପୁତ୍ର ସଦାପ୍ରଭୁଙ୍କ ନିକଟବର୍ତ୍ତୀ ହୋଇ ମଲା ଉତ୍ତାରେ, ସଦାପ୍ରଭୁ ମୋଶାଙ୍କୁ କହିଲେ;