Leviticus 16:10 — Compare Translations

5 translations compared side by side

Odia - 1840
"କିନ୍ତୁ ଗୁଳାବାଣ୍ଟ ଦ୍ବାରା ଅଜାଜଲେ ନିମନ୍ତେ ସିଦ୍ଧାନ୍ତ କରାୟାଇଥିବା ଛାଗକୁ ସଦାପ୍ରଭୁଙ୍କ ସମ୍ମୁଖ ରେ ଜୀଅନ୍ତା ଛିଡା କରାୟିବ। ମରୁଭୂମିର ବାହାରକୁ ଅଜାଜଲେ ଏହି ଛାଗକୁ ପଠାଇବା ଦ୍ବାରା ଲୋକମାନଙ୍କ ପାଇଁ ହାରୋଣ ପ୍ରାଯଶ୍ଚିତ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେଉଁ ଛାଗ ଗୁଲିବାଣ୍ଟ ଦ୍ଵାରା ତ୍ୟାଗ ନିମନ୍ତେ ହେବ, ସେ ଯେପରି ତ୍ୟାଗ ନିମନ୍ତେ ପ୍ରାନ୍ତରକୁ ପଠାଯାଇ ପାରିବ, ଏଥିପାଇଁ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ଜୀଅନ୍ତା ଠିଆ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଗୁଲିବାଣ୍ଟ ଦ୍ୱାରା ଅଜାଜେଲ ନିମନ୍ତେ ସିଦ୍ଧାନ୍ତ କରାଯାଇଥିବା ଛାଗକୁ ସଦାପ୍ରଭୁଙ୍କ ସମ୍ମୁଖରେ ଜୀଅନ୍ତା ଛିଡ଼ା କରାଯିବ। ମରୁଭୂମିର ବାହାରକୁ ଅଜାଜେଲ ଏହି ଛାଗକୁ ପଠାଇବା ଦ୍ୱାରା ଲୋକମାନଙ୍କ ପାଇଁ ହାରୋଣ ପ୍ରାୟଶ୍ଚିତ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେଉଁ ଛାଗ ଗୁଲିବାଣ୍ଟ ଦ୍ୱାରା ତ୍ୟାଗ ନିମନ୍ତେ ହେବ, ସେ ଯେପରି ତ୍ୟାଗ ନିମନ୍ତେ ପ୍ରାନ୍ତରକୁ ପଠାଯାଇ ପାରିବ, ଏଥିପାଇଁ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ଜୀଅନ୍ତା ଠିଆ କରିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେଉଁ ଛାଗ ଗୁଲିବାଣ୍ଟ ଦ୍ୱାରା ତ୍ୟାଗ ନିମନ୍ତେ ହେବ, ସେ ଯେପରି ତ୍ୟାଗ ନିମନ୍ତେ ପ୍ରାନ୍ତରକୁ ପଠାଯାଇ ପାରିବ, ଏଥିପାଇଁ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ଜୀଅନ୍ତା ଠିଆ କରିବ।