Leviticus 16:11 — Compare Translations

5 translations compared side by side

Odia - 1840
"ତା'ପରେ ହାରୋଣ ନିଜ ପାଇଁ ପାପାର୍ଥକ ବଳିର ଯେଉଁ ଗୋବତ୍ସ ଆଣିଥିଲେ, ନିଜ ପାଇଁ ଓ ନିଜ ଘର ପାଇଁ ପ୍ରାଯଶ୍ଚିତ କରିବ, ପୁଣି ନିଜ ପାପର୍ଥକ ବଳିର ସହେି ଗୋବତ୍ସକୁ ବଧ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ହାରୋଣ ଆପଣା ନିମନ୍ତେ ପାପାର୍ଥକ ବଳିର ଯେଉଁ ଗୋବତ୍ସ, ତାକୁ ଆଣି ଆପଣା ନିମନ୍ତେ ଓ ଆପଣା ଘର ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି, ଆପଣା ପାପାର୍ଥକ ବଳିର ସେହି ଗୋବତ୍ସକୁ ବଧ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ତା’ପରେ ହାରୋଣ ନିଜ ପାଇଁ ପାପାର୍ଥକ ବଳିର ଯେଉଁ ଗୋବତ୍ସ ଆଣିଥିଲା, ନିଜ ପାଇଁ ଓ ନିଜ ଘର ପାଇଁ ପ୍ରାୟଶ୍ଚିତ କରିବ, ପୁଣି ନିଜ ପାପାର୍ଥକ ବଳିର ସେହି ଗୋବତ୍ସକୁ ବଧ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ହାରୋଣ ଆପଣା ନିମନ୍ତେ ପାପାର୍ଥକ ବଳିର ଯେଉଁ ଗୋବତ୍ସ, ତାକୁ ଆଣି ଆପଣା ନିମନ୍ତେ ଓ ଆପଣା ପରିବାର ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି, ଆପଣା ପାପାର୍ଥକ ବଳିର ସେହି ଗୋବତ୍ସକୁ ବଧ କରିବ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ହାରୋଣ ଆପଣା ନିମନ୍ତେ ପାପାର୍ଥକ ବଳିର ଯେଉଁ ଗୋବତ୍ସ, ତାକୁ ଆଣି ଆପଣା ନିମନ୍ତେ ଓ ଆପଣା ପରିବାର ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି, ଆପଣା ପାପାର୍ଥକ ବଳିର ସେହି ଗୋବତ୍ସକୁ ବଧ କରିବ।