Leviticus 16:12 — Compare Translations
5 translations compared side by side
Odia - 1840
"ଆଉ ସେ ସାଦାପ୍ରଭୁଙ୍କ ସମ୍ମୁଖସ୍ଥ ୟଜ୍ଞବଦେୀରୁ ପ୍ରଜ୍ଜ୍ବଳିତ ଅଙ୍ଗାର ଉହ୍ନଇେ ରେ ପୂର୍ଣ୍ଣ କରି ଓ ମୁଠିଏ ଚୁର୍ଣ୍ଣ ସୁଗନ୍ଧିଧୂପ ନଇେ ବିଚ୍ଛଦେ ବସ୍ତ୍ର ରେ ଭିତରକୁ ୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିରୁ ପ୍ରଜ୍ଵଳିତ ଅଙ୍ଗାର ଧୂପଧାନୀରେ ପୂର୍ଣ୍ଣ କରି ଓ ମୁଠିଏ ଚୂର୍ଣ୍ଣ ସୁଗନ୍ଧି ଧୂପ ନେଇ ବିଚ୍ଛେଦ-ବସ୍ତ୍ରର ଭିତରକୁ ଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ଯଜ୍ଞବେଦିରୁ ପ୍ରଜ୍ୱଳିତ ଅଙ୍ଗାର ଉହ୍ମେଇରେ ପୂର୍ଣ୍ଣ କରି ଓ ମୁଠିଏ ଚୂର୍ଣ୍ଣ ସୁଗନ୍ଧିଧୂପ ନେଇ ବିଚ୍ଛେଦ ବସ୍ତ୍ରରେ ଭିତରକୁ ଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିରୁ ପ୍ରଜ୍ୱଳିତ ଅଙ୍ଗାର ଧୂପଧାନୀରେ ପୂର୍ଣ୍ଣ କରି ଓ ମୁଠିଏ ଚୂର୍ଣ୍ଣ ସୁଗନ୍ଧି ଧୂପ ନେଇ ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିରୁ ପ୍ରଜ୍ୱଳିତ ଅଙ୍ଗାର ଧୂପଧାନୀରେ ପୂର୍ଣ୍ଣ କରି ଓ ମୁଠିଏ ଚୂର୍ଣ୍ଣ ସୁଗନ୍ଧି ଧୂପ ନେଇ ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ।