Leviticus 16:13 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ ସମ୍ମୁଖ ରେ ଅଗ୍ନି ଉପରେ ସେ ସୁଗନ୍ଧିଧୂପ ଦବୋ ଉଚିତ୍। ତାହାଦ୍ବାରା ନିଯମ ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ଧୂଆଁର ବାଦଲ ଆଚ୍ଛନ୍ନ ହେଲେ ସେ ମରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ସମ୍ମୁଖରେ ଅଗ୍ନି ଉପରେ ସେହି ସୁଗନ୍ଧି ଧୂପ ଦେବ, ତହିଁରେ ସାକ୍ଷ୍ୟସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନ ଧୂପର ଧୂମ-ମେଘରେ ଆଚ୍ଛନ୍ନ ହେଲେ ସେ ମରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ସମ୍ମୁଖରେ ଅଗ୍ନି ଉପରେ ସେ ସୁଗନ୍ଧିଧୂପ ଦେବା ଉଚିତ୍। ତାହାଦ୍ୱାରା ନିୟମ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ଧୂଆଁର ବାଦଲ ଆଚ୍ଛନ୍ନ ହେଲେ ସେ ମରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ସମ୍ମୁଖରେ ଅଗ୍ନି ଉପରେ ସେହି ସୁଗନ୍ଧି ଧୂପ ଦେବ, ତହିଁରେ ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ଧୂପର ଧୂମ ମେଘରେ ଆଚ୍ଛନ୍ନ ହେଲେ ସେ ମରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ସମ୍ମୁଖରେ ଅଗ୍ନି ଉପରେ ସେହି ସୁଗନ୍ଧି ଧୂପ ଦେବ, ତହିଁରେ ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ଧୂପର ଧୂମ ମେଘରେ ଆଚ୍ଛନ୍ନ ହେଲେ ସେ ମରିବ ନାହିଁ।